Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।

Gade chapit la Kopi

ଓଡିଆ ବାଇବେଲ

18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ଲୋକମାନେ ମେଘର ଗତିକୁ ଲକ୍ଷ୍ୟକରି ଯାତ୍ରା କଲେ ଓ ଛାଉଣି ସ୍ଥାପନ କଲେ, ଯେପର୍ଯ୍ୟନ୍ତ ସେହି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।

Gade chapit la Kopi




ଗଣନା ପୁସ୍ତକ 9:18
7 Referans Kwoze  

କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,


ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।


ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।


ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।


ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।


Swiv nou:

Piblisite


Piblisite