Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 9:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।

Gade chapit la Kopi

ଓଡିଆ ବାଇବେଲ

23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ

23 ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ। ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।

Gade chapit la Kopi




ଗଣନା ପୁସ୍ତକ 9:23
11 Referans Kwoze  

ତୁମ୍ଭେମାନେ ବହୁଦିନାବଧି ଆଜି ପର୍ଯ୍ୟନ୍ତ ଆପଣା ଆପଣା ଭ୍ରାତୃଗଣକୁ ତ୍ୟାଗ କରି ନାହଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞା ପାଳନ କରିଅଛ।


ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।


ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।


ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।


ଆଉ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରଥମ ଥର ଯାତ୍ରା କଲେ।


Swiv nou:

Piblisite


Piblisite