Biblia Todo Logo
Bib sou entènèt

- Piblisite -




ଓବଦୀୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।

Gade chapit la Kopi

ଓଡିଆ ବାଇବେଲ

2 ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।

Gade chapit la Kopi

ପବିତ୍ର ବାଇବଲ

2 “ଇଦୋମ, ଆମ୍ଭେ ତୁମ୍ଭକୁ ଏକ କ୍ଷୁଦ୍ରତମ ରାଜ୍ୟ କରିବା। ପ୍ରତ୍ୟେକ ତୁମ୍ଭକୁ ଅତ୍ୟଧିକ ଘୃଣା କରିବେ।

Gade chapit la Kopi




ଓବଦୀୟ 1:2
9 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ପୁଣି, ଇଦୋମ ଏକ ଅଧିକାର ହେବ, ଯେଉଁମାନେ ତାହାର ଶତ୍ରୁ ଥିଲେ, ଏପରି ସେୟୀର ମଧ୍ୟ ଏକ ଅଧିକାର ହେବ, ମାତ୍ର ଇସ୍ରାଏଲ ବୀରର କର୍ମ କରିବ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।


କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।


Swiv nou:

Piblisite


Piblisite