ଫିଲୀମନ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ, Gade chapit laପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ, Gade chapit laଓଡିଆ ବାଇବେଲ1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ, Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ ଖ୍ରୀଷ୍ଟଙ୍କ ଲାଗି କାରାବରଣ କରିଥିବା ପାଉଲ ଓ ଭ୍ରାତା ତୀମଥିଙ୍କଠାରୁ, ବନ୍ଧୁ ଓ ସହକର୍ମୀ ଫିଲୀମନ, Gade chapit laପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ Gade chapit la |