Biblia Todo Logo
Bib sou entènèt

- Piblisite -




ଫିଲୀମନ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,

Gade chapit la Kopi

ଓଡିଆ ବାଇବେଲ

11 ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଦିନେ ଅନୀସିମସ୍ ତୁମ ପାଇଁ ଅଦରକାରୀ ଥିଲା; କିନ୍ତୁ ବର୍ତ୍ତମାନ ସେ ତୁମର ଓ ମୋର ବିଶେଷ ଉପକାରରେ ଆସିବ।

Gade chapit la Kopi

ପବିତ୍ର ବାଇବଲ

11 ଅତୀତରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମୋ’ ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।

Gade chapit la Kopi




ଫିଲୀମନ 1:11
10 Referans Kwoze  

କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।


ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।


Swiv nou:

Piblisite


Piblisite