Biblia Todo Logo
Bib sou entènèt

- Piblisite -




ଫିଲୀମନ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ତ ମୋହର ହୃଦୟ ସ୍ଵରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।

Gade chapit la Kopi

ଓଡିଆ ବାଇବେଲ

12 ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏବେ ତାଙ୍କୁ ତୁମ ନିକଟକୁ ପଠାଇ ଦେବା ବେଳେ ମୋ’ ହୃଦୟ ବିଦୀର୍ଣ୍ଣ ହୋଇଗଲା ପରି ଲାଗୁଛି।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ତାହାକୁ ତୁମ୍ଭ ପାଖକୁ ଫେରାଇ ଦେଉଛି। ତା’ ସହିତ ମୋର ହୃଦୟ ମଧ୍ୟ ବନ୍ଧା ହୋଇଛି।

Gade chapit la Kopi




ଫିଲୀମନ 1:12
10 Referans Kwoze  

ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।


ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।


ଆଉ ତୁମ୍ଭର କି ତୁମ୍ଭ ପୂର୍ବପୁରୁଷମାନଙ୍କର ଅଜ୍ଞାତ କୌଣସି ଦେବତା, ଅର୍ଥାତ୍‍, “ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ନିକଟବର୍ତ୍ତୀ ବା ତୁମ୍ଭଠାରୁ ଦୂରବର୍ତ୍ତୀ, ପୃଥିବୀର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ମଧ୍ୟରେ ଯେକୌଣସି ଗୋଷ୍ଠୀର ଯେକୌଣସି ଦେବତା ହେଉ,


ସେ ପୂର୍ବରେ ତୁମ୍ଭ ନିମନ୍ତେ ଅକର୍ମଣ୍ୟ ଥିଲା, କିନ୍ତୁ ଏବେ ତୁମ୍ଭର ଓ ମୋହର ଉଭୟଙ୍କର ଉପକାରୀ ହୋଇଅଛି,


ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,


Swiv nou:

Piblisite


Piblisite