Biblia Todo Logo
Bib sou entènèt

- Piblisite -




ଫିଲୀମନ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,

Gade chapit la Kopi

ଓଡିଆ ବାଇବେଲ

13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରିବା ହେତୁ ମୁଁ ଏ ବନ୍ଦୀଶାଳାରେ ରହିଛି। ଏଠାରେ ଥିବା ଯାଏ ତୁମ ପରିବର୍ତ୍ତେ ତାକୁ ମୋ’ କାର୍ଯ୍ୟରେ ଲଗାଇବାକୁ ମୋର ଇଚ୍ଛା ଥିଲା।

Gade chapit la Kopi

ପବିତ୍ର ବାଇବଲ

13 ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା।

Gade chapit la Kopi




ଫିଲୀମନ 1:13
8 Referans Kwoze  

ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,


କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:


ସେ ତ ମୋହର ହୃଦୟ ସ୍ୱରୂପ; ମୁଁ ତାହାକୁ ତୁମ୍ଭ ନିକଟକୁ ଫେରାଇ ପଠାଉଅଛି।


Swiv nou:

Piblisite


Piblisite