Biblia Todo Logo
Bib sou entènèt

- Piblisite -




ଫିଲୀମନ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍‍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ଵରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ଵରୂପେ ଚିରକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;

Gade chapit la Kopi

ଓଡିଆ ବାଇବେଲ

15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍‍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ହୁଏତ ଚିରଦିନ ତୁମର ହୋଇ ରହିବ ବୋଲି, ଅନୀସିମସ୍ କିଛି ଦିନ ତୁମକୁ ଛାଡ଼ି ଚାଲି ଯାଇଥିଲା।

Gade chapit la Kopi

ପବିତ୍ର ବାଇବଲ

15 ଅନୀସିମ କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ।

Gade chapit la Kopi




ଫିଲୀମନ 1:15
5 Referans Kwoze  

ତୁମ୍ଭେମାନେ ମୋʼ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


Swiv nou:

Piblisite


Piblisite