Biblia Todo Logo
Bib sou entènèt

- Piblisite -




ଫିଲୀମନ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ କିମ୍ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖିରଖ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋʼ ହିସାବରେ ଲେଖ;

Gade chapit la Kopi

ଓଡିଆ ବାଇବେଲ

18 ଯଦି ସେ ତୁମ୍ଭ ପ୍ରତି କୌଣସି ଅନ୍ୟାୟ କରିଥାଏ ବା ତୁମ୍ଭଠାରେ ଋଣୀ ହୋଇଥାଏ, ତେବେ ତାହା ମୋ' ହିସାବରେ ଲେଖିରଖ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେ ଯଦି ତୁମର କିଛି କ୍ଷତି କରିଥାଏ, କିମ୍ବା ତୁମକୁ ତା’ର କିଛି ଦେବାର ଥାଏ, ତାହା ମୋ’ ହିସାବରେ ଲେଖି ଦିଅ।

Gade chapit la Kopi

ପବିତ୍ର ବାଇବଲ

18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ୍ କରିଛି ବା ତା'ର ତୁମକୁ କିଛି ଦେବାକୁ ଅଛି ତେବେ ତାହା ମୋ’ ଖାତାରେ ପକାଇ ଦିଅ।

Gade chapit la Kopi




ଫିଲୀମନ 1:18
4 Referans Kwoze  

ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।


ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।


ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।


Swiv nou:

Piblisite


Piblisite