ଫିଲୀମନ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା Gade chapit laପବିତ୍ର ବାଇବଲ (Re-edited) - (BSI)23 ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ,, ଦୀମା ଓ ଲୂକଜ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। Gade chapit laଓଡିଆ ବାଇବେଲ23-24 ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)23-24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋ’ ସହିତ କାରାବରଣ କରୁଥିବା ଏପାଫ୍ରା ଓ ମୋର ସହକର୍ମୀ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ତୁମକୁ ନମସ୍କାର ଜଣାଉଛନ୍ତି। Gade chapit laପବିତ୍ର ବାଇବଲ23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମୋର ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। Gade chapit la |