Biblia Todo Logo
Bib sou entènèt

- Piblisite -




ଫିଲୀମନ 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।

Gade chapit la Kopi

ଓଡିଆ ବାଇବେଲ

25 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।

Gade chapit la Kopi

ପବିତ୍ର ବାଇବଲ

25 ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।

Gade chapit la Kopi




ଫିଲୀମନ 1:25
4 Referans Kwoze  

ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


Swiv nou:

Piblisite


Piblisite