Biblia Todo Logo
Bib sou entènèt

- Piblisite -




ଫିଲୀମନ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ଓଡିଆ ବାଇବେଲ

5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ!

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।

Gade chapit la Kopi




ଫିଲୀମନ 1:5
13 Referans Kwoze  

କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;


Swiv nou:

Piblisite


Piblisite