ଫିଲୀମନ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 କାରଣ, ହେ ଭାଇ, ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି। Gade chapit laଓଡିଆ ବାଇବେଲ7 କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି । Gade chapit laପବିତ୍ର ବାଇବଲ (CL) NT (BSI)7 ପ୍ରିୟ ଭାଇ, ତୁମର ସ୍ନେହ ମୋତେ ଅଶେଷ ଆନନ୍ଦ ଦେଇଛି ଓ ଉତ୍ସାହିତ ମଧ୍ୟ କରିଛି; କାରଣ ତୁମେ ପ୍ରଭୁଙ୍କ ଲୋକମାନଙ୍କ ହୃଦୟରେ ଆନନ୍ଦ ଭରି ଦେଇଛ। Gade chapit laପବିତ୍ର ବାଇବଲ7 ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।