Biblia Todo Logo
Bib sou entènèt

- Piblisite -




ଫିଲିପୀୟ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

22 ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଏଠାରେ ଥିବା ଈଶ୍ୱରଙ୍କ ଲୋକମାନେ, ବିଶେଷରେ ସମ୍ରାଟଙ୍କ ପ୍ରାସାଦରେ ଥିବା ସାଧୁମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ

22 ପରମେଶ୍ୱରଙ୍କ ସମସ୍ତ ଲୋକ ଓ ବିଶେଷ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେହି ବିଶ୍ୱାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।

Gade chapit la Kopi




ଫିଲିପୀୟ 4:22
9 Referans Kwoze  

ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା;


ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।


ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।


ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।


Swiv nou:

Piblisite


Piblisite