Biblia Todo Logo
Bib sou entènèt

- Piblisite -




ହିତୋପଦେଶ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।

Gade chapit la Kopi

ଓଡିଆ ବାଇବେଲ

18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ଏହି ଲୋକମାନେ ଗୁପ୍ତରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ୟା କରିବା ପାଇଁ। କିନ୍ତୁ ବାସ୍ତବରେ ସେମାନେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥା’ନ୍ତି।

Gade chapit la Kopi




ହିତୋପଦେଶ 1:18
13 Referans Kwoze  

ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା]


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ସେମାନେ ଯଦି କହନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;


କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।


ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।


ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।


Swiv nou:

Piblisite


Piblisite