ହିତୋପଦେଶ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। Gade chapit laଓଡିଆ ବାଇବେଲ26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି। Gade chapit laପବିତ୍ର ବାଇବଲ26 ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି। Gade chapit la |
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।