Biblia Todo Logo
Bib sou entènèt

- Piblisite -




ହିତୋପଦେଶ 1:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;

Gade chapit la Kopi

ପବିତ୍ର ବାଇବଲ

29 ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବି ନାହିଁ, କାରଣ ତୁମ୍ଭେମାନେ ମୋର ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭେମାନେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦେବା ପାଇଁ ତୁମ୍ଭେମାନେ ନାସ୍ତି କଲ।

Gade chapit la Kopi




ହିତୋପଦେଶ 1:29
12 Referans Kwoze  

“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;


ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,


ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।


କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!


ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”


Swiv nou:

Piblisite


Piblisite