Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ।

Gade chapit la Kopi

ଓଡିଆ ବାଇବେଲ

10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।

Gade chapit la Kopi

ପବିତ୍ର ବାଇବଲ

10 ଜଣେ ଯିଏ ସତ୍ୟକୁ ଲୁଗ୍ଭଏ, ସେ ଅସୁବିଧାର କାରଣ ଅଟେ। ଜଣେ ଯିଏ ଖୋଲାଖୋଲି ଭାବରେ କଥା କୁହେ, ଶାନ୍ତି ବିରାଜିତ କରେ।

Gade chapit la Kopi




ହିତୋପଦେଶ 10:10
9 Referans Kwoze  

ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।


ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;


ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି।


ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।


ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।


ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍‍ମଟ୍‍ କରେ


ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।


ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦ କର୍ମ ସିଦ୍ଧ କରେ।


Swiv nou:

Piblisite


Piblisite