Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।

Gade chapit la Kopi

ଓଡିଆ ବାଇବେଲ

11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।

Gade chapit la Kopi

ପବିତ୍ର ବାଇବଲ

11 ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର, କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ୟ ବଢ଼ାଏ।

Gade chapit la Kopi




ହିତୋପଦେଶ 10:11
15 Referans Kwoze  

ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।


ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।


ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।


ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।


ଜ୍ଞାନବାନ‍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।


ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।


ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।


ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।


Swiv nou:

Piblisite


Piblisite