Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ।

Gade chapit la Kopi

ଓଡିଆ ବାଇବେଲ

18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।

Gade chapit la Kopi

ପବିତ୍ର ବାଇବଲ

18 ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧର ମିଥ୍ୟାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।

Gade chapit la Kopi




ହିତୋପଦେଶ 10:18
18 Referans Kwoze  

ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।


ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।


ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


Swiv nou:

Piblisite


Piblisite