Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ।

Gade chapit la Kopi

ଓଡିଆ ବାଇବେଲ

2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।

Gade chapit la Kopi

ପବିତ୍ର ବାଇବଲ

2 ଯଦି ଜଣେ କୁକର୍ମ କରି ଧନ ଅର୍ଜ୍ଜନ କରେ, ତେବେ ତାହା କାର୍ଯ୍ୟରେ ଲାଗେ ନାହିଁ। ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ।

Gade chapit la Kopi




ହିତୋପଦେଶ 10:2
15 Referans Kwoze  

ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।


ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।


ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।


Swiv nou:

Piblisite


Piblisite