Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।

Gade chapit la Kopi

ଓଡିଆ ବାଇବେଲ

5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।

Gade chapit la Kopi

ପବିତ୍ର ବାଇବଲ

5 ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ୟ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ୟକ୍ତି ଏହି ସମୟରେ ଶୋଇପଡ଼େ, ତାହା ଲଜ୍ଜାଜନକ।

Gade chapit la Kopi




ହିତୋପଦେଶ 10:5
10 Referans Kwoze  

ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।


ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।


ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।


ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।


ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।


ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।


ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।


ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।


ଘାସ କଟା ହେଲେ କଅଁଳ ଘାସ ପ୍ରକାଶ ପାଏ, ଆଉ ପର୍ବତମାନର ତୃଣ ସଂଗୃହୀତ ହୁଏ।


Swiv nou:

Piblisite


Piblisite