Biblia Todo Logo
Bib sou entènèt

- Piblisite -




ହିତୋପଦେଶ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ।

Gade chapit la Kopi

ଓଡିଆ ବାଇବେଲ

8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।

Gade chapit la Kopi

ପବିତ୍ର ବାଇବଲ

8 ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ଯୁକ୍ତି କରେ ଓ ନିଜକୁ ବିପର୍ଯ୍ୟୟ ଆଡ଼କୁ ଟାଣିନିଏ।

Gade chapit la Kopi




ହିତୋପଦେଶ 10:8
15 Referans Kwoze  

ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।


ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ।


ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।


ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;


ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।


ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।


ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।


ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।


ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।


ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।


ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।


Swiv nou:

Piblisite


Piblisite