Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।

Gade chapit la Kopi

ଓଡିଆ ବାଇବେଲ

1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମିଥ୍ୟାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ୍ ଓଜନକୁ ଭଲ ପାଆନ୍ତି।

Gade chapit la Kopi




ହିତୋପଦେଶ 11:1
10 Referans Kwoze  

ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।


ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।


ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।


ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”


Swiv nou:

Piblisite


Piblisite