Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ।

Gade chapit la Kopi

ଓଡିଆ ବାଇବେଲ

13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।

Gade chapit la Kopi

ପବିତ୍ର ବାଇବଲ

13 କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ଯାଏ ବିଶ୍ୱାସରେ ବିଶ୍ୱାସଘାତକତା କରେ। କିନ୍ତୁ ଜଣେ ବିଶ୍ୱସନୀୟ ଲୋକ ଗୁପ୍ତକଥା ଲୁଗ୍ଭଇ ରଖେ।

Gade chapit la Kopi




ହିତୋପଦେଶ 11:13
14 Referans Kwoze  

ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।


ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି, ପରର ଗୋପନୀୟ କଥା ପ୍ରକାଶ କର ନାହିଁ।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।


ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”


ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।


ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।


ମାତ୍ର ତୁମ୍ଭେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ କର, ତେବେ ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଶପଥ କରାଇଅଛ, ତୁମ୍ଭ ସେହି ଶପଥରୁ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ।”


ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।


ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।


ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।


ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


Swiv nou:

Piblisite


Piblisite