Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।

Gade chapit la Kopi

ଓଡିଆ ବାଇବେଲ

6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।

Gade chapit la Kopi

ପବିତ୍ର ବାଇବଲ

6 ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ। କିନ୍ତୁ ବିଶ୍ୱାସଘାତକ ଲୋକ ସେମାନଙ୍କ ଅଭିଳାଷ ଦ୍ୱାରା ଧରା ପଡ଼ିବେ।

Gade chapit la Kopi




ହିତୋପଦେଶ 11:6
11 Referans Kwoze  

ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।


ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।


ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”


ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।


ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।


ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।


Swiv nou:

Piblisite


Piblisite