Biblia Todo Logo
Bib sou entènèt

- Piblisite -




ହିତୋପଦେଶ 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ।

Gade chapit la Kopi

ଓଡିଆ ବାଇବେଲ

8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ।

Gade chapit la Kopi

ପବିତ୍ର ବାଇବଲ

8 ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ।

Gade chapit la Kopi




ହିତୋପଦେଶ 11:8
9 Referans Kwoze  

ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।


ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।


ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।


ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।


ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।


ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।


Swiv nou:

Piblisite


Piblisite