Biblia Todo Logo
Bib sou entènèt

- Piblisite -




ହିତୋପଦେଶ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

1 ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

1 ଯଦି ଜଣେ ଜ୍ଞାନୀ ହେବାକୁ ଗ୍ଭହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମୂର୍ଖ।

Gade chapit la Kopi




ହିତୋପଦେଶ 12:1
21 Referans Kwoze  

ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।


ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।


ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;


ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ; ସେମାନଙ୍କୁ ଦମନ କରିବା ପାଇଁ ବାଗ ଓ ଲଗାମ ଦେବାର ଆବଶ୍ୟକ, ନୋହିଲେ ସେମାନେ ତୁମ୍ଭ କତିକି ଆସିବେ ନାହିଁ।


କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।


ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”


ତୁମ୍ଭେ ଆପଣା ଆଜ୍ଞା-ପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟଶିକ୍ଷାସବୁ ଧ୍ୟାନ କରିବି।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”


ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?


ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।


ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।


ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।


Swiv nou:

Piblisite


Piblisite