ହିତୋପଦେଶ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। Gade chapit laଓଡିଆ ବାଇବେଲ10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି। Gade chapit laପବିତ୍ର ବାଇବଲ10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ, ମାତ୍ର ସୁପରାମର୍ଶ ଗ୍ରାହକଠାରେ ଜ୍ଞାନ ଅଛି। Gade chapit la |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”