ହିତୋପଦେଶ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। Gade chapit laଓଡିଆ ବାଇବେଲ13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ13 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ। Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।