Biblia Todo Logo
Bib sou entènèt

- Piblisite -




ହିତୋପଦେଶ 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଦରିଦ୍ରର ଚାଷ ଦ୍ଵାରା ଖାଦ୍ୟର ବାହୁଲ୍ୟ ହୁଏନ୍ତ ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।

Gade chapit la Kopi

ଓଡିଆ ବାଇବେଲ

23 ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।

Gade chapit la Kopi

ପବିତ୍ର ବାଇବଲ

23 ଯେଭଳି ଗରିବ ଲୋକ ତା'ର ଜମି ଗ୍ଭଷ କରେ ସେ ପ୍ରଚୁର ଶସ୍ୟ ପାଇପାରେ, କିନ୍ତୁ ଅନ୍ୟାୟ କାରଣରୁ ଏହା ବିନାଶ ହୁଏ।

Gade chapit la Kopi




ହିତୋପଦେଶ 13:23
12 Referans Kwoze  

ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।


ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।


ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।


ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।


ଆଉ ଯହିଁରେ ଚାଷ କି ବୁଣା ହୋଇ ନାହିଁ, ଏପରି ନିତ୍ୟ ଜଳସ୍ରୋତବାହୀ ତଳଭୂମିକୁ ସେହି ନଗରର ପ୍ରାଚୀନବର୍ଗ ସେହି ଗାଭୀକୁ ଆଣି ସେଠାରେ ତାହାର ବେକ ଭାଙ୍ଗିବେ।


Swiv nou:

Piblisite


Piblisite