Biblia Todo Logo
Bib sou entènèt

- Piblisite -




ହିତୋପଦେଶ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ।

Gade chapit la Kopi

ଓଡିଆ ବାଇବେଲ

1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।

Gade chapit la Kopi

ପବିତ୍ର ବାଇବଲ

1 ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତାରେ ସ୍ୱହସ୍ତରେ ତା'ର ଗୃହକୁ ଧ୍ୱଂସ କରେ।

Gade chapit la Kopi




ହିତୋପଦେଶ 14:1
10 Referans Kwoze  

କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।


କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।


Swiv nou:

Piblisite


Piblisite