ହିତୋପଦେଶ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। Gade chapit laପବିତ୍ର ବାଇବଲ (Re-edited) - (BSI)1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। Gade chapit laଓଡିଆ ବାଇବେଲ1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ। Gade chapit laପବିତ୍ର ବାଇବଲ1 କୋମଳ ପୂର୍ଣ୍ଣ ଉତ୍ତର କ୍ରୋଧକୁ ଦମନ କରେ, ମାତ୍ର କଟୁବାକ୍ୟ କୋପ ଜନ୍ମାଏ। Gade chapit la |
ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।