Biblia Todo Logo
Bib sou entènèt

- Piblisite -




ହିତୋପଦେଶ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଜ୍ଞାନୀମାନଙ୍କ ଜିହ୍ଵା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।

Gade chapit la Kopi

ଓଡିଆ ବାଇବେଲ

2 ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍‍ଗାର କରେ।

Gade chapit la Kopi

ପବିତ୍ର ବାଇବଲ

2 ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପାରେ, କିନ୍ତୁ ନିର୍ବୋଧ ନିର୍ବୋଧତାକୁ ବଖାଣେ।

Gade chapit la Kopi




ହିତୋପଦେଶ 15:2
14 Referans Kwoze  

ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।


ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।


ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।


ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ଜ୍ଞାନବାନ‍ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।


ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!


ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”


ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋʼ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।


ଜ୍ଞାନବାନ‍ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?


ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।


Swiv nou:

Piblisite


Piblisite