ହିତୋପଦେଶ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Gade chapit laପବିତ୍ର ବାଇବଲ (Re-edited) - (BSI)8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Gade chapit laଓଡିଆ ବାଇବେଲ8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର। Gade chapit laପବିତ୍ର ବାଇବଲ8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;