Biblia Todo Logo
Bib sou entènèt

- Piblisite -




ହିତୋପଦେଶ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ କଳେକ ଶୁଷ୍କ ଅନ୍ନ ଭଲ।

Gade chapit la Kopi

ଓଡିଆ ବାଇବେଲ

1 ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।

Gade chapit la Kopi

ପବିତ୍ର ବାଇବଲ

1 ବିବାଦଯୁକ୍ତ ଭୋଜିରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଖଣ୍ଡିଏ ଶୁଷ୍କ ଅନ୍ନ ଭଲ।

Gade chapit la Kopi




ହିତୋପଦେଶ 17:1
8 Referans Kwoze  

ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।


କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।


ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।


କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।


“ମଙ୍ଗଳାର୍ଥକ ବଳି ମୋʼ ନିକଟରେ ଅଛି; ମୁଁ ଆଜି ଆପଣାର ମାନତ ପୂର୍ଣ୍ଣ କରିଅଛି।


ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।


ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।


ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।


Swiv nou:

Piblisite


Piblisite