Biblia Todo Logo
Bib sou entènèt

- Piblisite -




ହିତୋପଦେଶ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି ମିଥ୍ୟାବାଦୀ ହିଂସ୍ର ଜିହ୍ଵାରେ କର୍ଣ୍ଣପାତ କରେ।

Gade chapit la Kopi

ଓଡିଆ ବାଇବେଲ

4 କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ, ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।

Gade chapit la Kopi

ପବିତ୍ର ବାଇବଲ

4 କୁକ୍ରିୟାକାରୀ ଲୋକ ଦୁଷ୍ଟ କଥା ଶୁଣେ। ପୁଣି ମିଥ୍ୟାବାଦୀ ଅନ୍ୟ ଲୋକର ମିଥ୍ୟାରେ କର୍ଣ୍ଣପାତ କରେ।

Gade chapit la Kopi




ହିତୋପଦେଶ 17:4
10 Referans Kwoze  

ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।


ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।


ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।


ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।


Swiv nou:

Piblisite


Piblisite