Biblia Todo Logo
Bib sou entènèt

- Piblisite -




ହିତୋପଦେଶ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।

Gade chapit la Kopi

ଓଡିଆ ବାଇବେଲ

9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।

Gade chapit la Kopi

ପବିତ୍ର ବାଇବଲ

9 ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତେବେ ସେ ତୁମ୍ଭର ବନ୍ଧୁ ହେବ। ମାତ୍ର ତା'ର ଦୋଷକୁ ଯେବେ ତୁମ୍ଭେ ମନେ ପକାଇବ, ତେବେ ତୁମ୍ଭର ବନ୍ଧୁତ୍ୱ ନଷ୍ଟ ହେବ।

Gade chapit la Kopi




ହିତୋପଦେଶ 17:9
7 Referans Kwoze  

ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।


ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।


କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।


ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।


ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,


ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।


ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।


Swiv nou:

Piblisite


Piblisite