Biblia Todo Logo
Bib sou entènèt

- Piblisite -




ହିତୋପଦେଶ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

11 ଧନବାନର ଧନ ତାହାର ଦୃଢ଼ ନଗର। ପୁଣି ତାହାର ଜ୍ଞାତରେ ଏହା ଉଚ୍ଚ ପ୍ରାଚୀର ସ୍ୱରୂପ, ଯେକେହି ହେଲେ ଚଢ଼ି ପାରିବେ ନାହିଁ।

Gade chapit la Kopi




ହିତୋପଦେଶ 18:11
12 Referans Kwoze  

ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।


କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।


କାରଣ ସେମାନଙ୍କର ଶୈଳ ଆମ୍ଭମାନଙ୍କ ଶୈଳ ତୁଲ୍ୟ ନୁହେଁ ବୋଲି ଆମ୍ଭମାନଙ୍କ ଶତ୍ରୁମାନେ ଆପେ ବିଚାରକର୍ତ୍ତା ହେଲେ ହେଁ (ଜାଣନ୍ତି)।


ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।


କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”


Swiv nou:

Piblisite


Piblisite