ହିତୋପଦେଶ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ। Gade chapit laଓଡିଆ ବାଇବେଲ5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। Gade chapit laପବିତ୍ର ବାଇବଲ5 ଯଦି ତୁମ୍ଭେ ଏପରି କର। ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ। Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”