Biblia Todo Logo
Bib sou entènèt

- Piblisite -




ହିତୋପଦେଶ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ଦୁଷ୍ଟ ଲୋକର ମନ ସର୍ବଦା ଅନିଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟିରେ ତା'ର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।

Gade chapit la Kopi




ହିତୋପଦେଶ 21:10
19 Referans Kwoze  

କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।


ତୁମ୍ଭ ପ୍ରତିବାସୀ ତୁମ୍ଭ ନିକଟରେ ନିର୍ଭୟରେ ବାସ କରିବାରୁ ତାହାର ବିରୁଦ୍ଧରେ ଅନିଷ୍ଟ ଚିନ୍ତା କର ନାହିଁ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।


ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।


ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;


ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।


କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।


Swiv nou:

Piblisite


Piblisite