Biblia Todo Logo
Bib sou entènèt

- Piblisite -




ହିତୋପଦେଶ 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇଦେଲେ, ସେ ଜ୍ଞାନବାନ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ନିନ୍ଦକକୁ ଦଣ୍ତ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନକୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।

Gade chapit la Kopi

ଓଡିଆ ବାଇବେଲ

11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।

Gade chapit la Kopi

ପବିତ୍ର ବାଇବଲ

11 ନିନ୍ଦକମାନଙ୍କୁ ଦଣ୍ଡ ଦେଲେ, ନିର୍ବୋଧଲୋକ ବୁଦ୍ଧିମାନ୍ ହୁଏ। ମାତ୍ର ବୁଦ୍ଧିମାନଙ୍କୁ ବୁଝାଇ ଦେଲେ ସେ ଆହୁରି ଜ୍ଞାନବାନ୍ ହୁଏ।

Gade chapit la Kopi




ହିତୋପଦେଶ 21:11
17 Referans Kwoze  

ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।


ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।


ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।


ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍‍ ହେଲା, ପୁଣି, ଭୂମିକମ୍ପରେ ସାତ ହଜାର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ବରଙ୍କ ମହିମା କୀର୍ତ୍ତନ କଲେ।


ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।


ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।


ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”


ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।


Swiv nou:

Piblisite


Piblisite