Biblia Todo Logo
Bib sou entènèt

- Piblisite -




ହିତୋପଦେଶ 21:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।

Gade chapit la Kopi

ଓଡିଆ ବାଇବେଲ

19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।

Gade chapit la Kopi

ପବିତ୍ର ବାଇବଲ

19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।

Gade chapit la Kopi




ହିତୋପଦେଶ 21:19
7 Referans Kwoze  

କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।


ଭାରୀ ବୃଷ୍ଟି ଦିନରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ, ଏ ଦୁଇ ଏକ ସମାନ ଅଟନ୍ତି।


ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।


Swiv nou:

Piblisite


Piblisite