Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯନିପୂର୍ବକ ବିବେଚନା କର।

Gade chapit la Kopi

ଓଡିଆ ବାଇବେଲ

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।

Gade chapit la Kopi




ହିତୋପଦେଶ 23:1
4 Referans Kwoze  

ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;


ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।


Swiv nou:

Piblisite


Piblisite