Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ; ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

11 କାରଣ ସେମାନଙ୍କ ମୁକ୍ତିକର୍ତ୍ତା ବଳବାନ୍। ସେ ତୁମ୍ଭ ସହିତ ସେମାନଙ୍କ ବିବାଦର ପ୍ରତିବାଦ କରିବେ।

Gade chapit la Kopi




ହିତୋପଦେଶ 23:11
9 Referans Kwoze  

ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।


ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।


ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।


Swiv nou:

Piblisite


Piblisite