Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ପିଲାକୁ ଶାସ୍ତି ଦେବାକୁ ତ୍ରୁଟି କର ନାହିଁ; ତୁମ୍ଭେ ତାହାକୁ ବାଡ଼ିରେ ମାରିଲେ ହେଁ ସେ ମରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

13 ପିଲାକୁ ଶାସ୍ତି ଦେବାକୁ ତୃଟି କର ନାହିଁ। ତୁମ୍ଭେ ତାହାକୁ ବାଡ଼ିରେ ବାଡ଼େଇଲେ ହେଁ ସେ ମରିବ ନାହିଁ।

Gade chapit la Kopi




ହିତୋପଦେଶ 23:13
7 Referans Kwoze  

ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।


ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ।


ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ।


ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।


ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?


ଉପଦେଶରେ ତୁମ୍ଭର ମନ ଓ ଜ୍ଞାନର ବାକ୍ୟରେ ତୁମ୍ଭର କର୍ଣ୍ଣ ଦିଅ।


ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରିଦିଏ।


Swiv nou:

Piblisite


Piblisite