Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।

Gade chapit la Kopi

ଓଡିଆ ବାଇବେଲ

2 ଯେବେ ତୁମ୍ଭେ ପେଟାର୍ଥୀ ହୁଅ, ତୁମ୍ଭେ ଆପଣା ଗଳାରେ ଛୁରୀ ଆପେ ରଖ।

Gade chapit la Kopi

ପବିତ୍ର ବାଇବଲ

2 ଯେବେ ତୁମ୍ଭେ ଭୋକିଲା ହୁଅ। ତୁମ୍ଭେ ଆପଣା ଗଳାରେ ଛୁରି ଆପେ ରଖ।

Gade chapit la Kopi




ହିତୋପଦେଶ 23:2
6 Referans Kwoze  

ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।


ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।


ଯେତେବେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନରେ ବସ, ସେତେବେଳେ ତୁମ୍ଭ ସମ୍ମୁଖରେ କିଏ ଅଛି, ତାହା ଯତ୍ନପୂର୍ବକ ବିବେଚନା କର।


ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।


ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।


Swiv nou:

Piblisite


Piblisite