Biblia Todo Logo
Bib sou entènèt

- Piblisite -




ହିତୋପଦେଶ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭେ ଯେଉଁ କଳକ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍‍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେ ଯେଉଁ ଗୁଣ୍ଡାଏ ଖାଦ୍ୟ ଖାଇଅଛ ତାହା ଉ‌‌‌ଦ୍‌‌‌ଗାର କରିବ ଏବଂ ତୁମ୍ଭର ତା’ ପ୍ରତି ପ୍ରଶଂସା ବେକାର ହୋଇଯିବ।

Gade chapit la Kopi




ହିତୋପଦେଶ 23:8
4 Referans Kwoze  

ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।


ମୂର୍ଖର କର୍ଣ୍ଣଗୋଚରରେ କଥା କୁହ ନାହିଁ, ଯେହେତୁ ସେ ତୁମ୍ଭ ବାକ୍ୟର ବିଜ୍ଞତା ତୁଚ୍ଛ କରିବ।


ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।


କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”


Swiv nou:

Piblisite


Piblisite