Biblia Todo Logo
Bib sou entènèt

- Piblisite -




ହିତୋପଦେଶ 24:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୃତ୍ୟୁୁ ନିମନ୍ତେ ନିଆଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୃତ୍ୟୁ ନିମନ୍ତେ ଘେନା ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷା; ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ମୃତ୍ୟୁୁ ନିମନ୍ତେ ନିଆ ଯିବା ଲୋକମାନଙ୍କୁ ଉଦ୍ଧାର କର ଓ ହତ ହେବା ନିମନ୍ତେ ଉଦ୍ୟତ ଲୋକମାନଙ୍କୁ ରକ୍ଷା କରିବା ପାଇଁ କ୍ଷାନ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଯଦି ଲୋକମାନେ ଯୋଜନା କରନ୍ତି ଏକ ଲୋକକୁ ହତ୍ୟା କରିବାକୁ, ତେବେ ତୁମ୍ଭେ ତାଙ୍କୁ ରକ୍ଷା କର।

Gade chapit la Kopi




ହିତୋପଦେଶ 24:11
13 Referans Kwoze  

ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”


ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।


ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।


ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।


ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।


କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ।


Swiv nou:

Piblisite


Piblisite