ହିତୋପଦେଶ 24:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବା କର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେବେ ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କʼଣ ତାହା ବୁଝନ୍ତି ନାହିଁ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କʼଣ ତାହା ଜାଣନ୍ତି ନାହିଁ? ଆଉ, ସେ କʼଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ? Gade chapit laଓଡିଆ ବାଇବେଲ12 ଯଦି ତୁମ୍ଭେ କୁହ, ଦେଖ, ଆମ୍ଭେମାନେ ଏହା ଜାଣି ନାହୁଁ, ତେବେ ଅନ୍ତଃକରଣ ତୌଲିବାକର୍ତ୍ତା କ’ଣ ତାହା ବୁଝନ୍ତି ନାହିଁ ? ପୁଣି, ତୁମ୍ଭ ପ୍ରାଣର ରକ୍ଷାକର୍ତ୍ତା କ’ଣ ତାହା ଜାଣନ୍ତି ନାହିଁ ? ଆଉ, ସେ କ’ଣ ପ୍ରତି ଜଣକୁ ଆପଣା କର୍ମାନୁସାରେ ପ୍ରତିଫଳ ଦେବେ ନାହିଁ ? Gade chapit laପବିତ୍ର ବାଇବଲ12 ତୁମ୍ଭେ ଏପରି କୁହ ନାହିଁ, “ଏହା ମୋର କର୍ତ୍ତବ୍ୟ ନୁହେଁ।” ଯେହେତୁ ସଦାପ୍ରଭୁ ସମସ୍ତ ବିଷୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ’ଣ ସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ଯ୍ୟ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।